• Home
  • Nidahas Trophy T-20 Tri-nation series
SPORTS

ନିଦାହାସ ଟ୍ରଫି : ଆଜି ବାଂଲାଦେଶକୁ ଭେଟିବ ଭାରତ

Krishna Kumar Manoj
ଫାଇନାଲରେ ପହଂଚିବାକୁ ହେଲେ ଭାରତକୁ ଆଜିର ମ୍ୟାଚ ଜିତିବା ଜରୁରୀ ନିଦାହାସ ଟ୍ରଫି ତ୍ରିରାଷ୍ଟ୍ରୀୟ ଟ୍ୱେଂଟି-୨୦ ଶୃଙ୍ଖଳାରେ ପରାଜୟରୁ ଅଭିଯାନ ଆରମ୍ଭ କରିଥିବା ଭାରତ ଆଜି ନିଜର ଦିତୀୟ ମ୍ୟାଚରେ ବାଂଲାଦେଶକୁ ଭେଟିବ ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More