ନବ ଦାସଙ୍କ ଦେହାନ୍ତ ପରେ ଖାଲି ହୋଇଥିବା ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ ନିରଞ୍ଜନ
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମିଳିଛି। ମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି।