Loading...

ମେ ୧ରୁ  ରାଜ୍ୟରେ ପଛୁଆ ବର୍ଗ ସର୍ଭେ

ମେ ୧ରୁ ରାଜ୍ୟରେ ପଛୁଆ ବର୍ଗ ସର୍ଭେ

ମେ ୧ ତାରିଖରୁ ଆରମ୍ଭ ହେବ ରାଜ୍ୟରେ ପଛୁଆ ବର୍ଗ ସର୍ଭେ। ଏହା ସେହି ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ।ନିର୍ଦ୍ଧାରିତ ସର୍ଭେ ସେଣ୍ଟର କିମ୍ବା ଅନଲାଇନରୁ ଯେକୌଣସି ଗୋଟିଏ ମାଧ୍ୟମରେ ଫର୍ମପୂରଣ କରିପାରିବେ ।