Loading...

ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶ

ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶ

ଜାନୁଆରୀ ୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ । ଏପ୍ରିଲ ୬ ତାରିଖ ଯାଏଁ ଅଧିବେଶନ ଚାଲିବା ନେଇ ସୂଚନା ମିଳିଛି ।