Tag Archives: Odisha Govt Hikes Wages

Archives

  • ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର : ବଢ଼ିଲା ମହଙ୍ଗା ଭତ୍ତା

    ମହଙ୍ଗା ଭତ୍ତା ୨ % ବଢ଼ିଲା ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ବୃଦ୍ଧି କରିଛନ୍ତି । କର୍ମଚାରୀଙ୍କ ମହଙ୍ଗା ଭତାକୁ ଆଉ ୨ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର । ଏହି ବୃଦ୍ଧି ସହ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତା ୫ ପ୍ରତିଶତରୁ ବଢି ୭ ପ୍ରତିଶତ ହୋଇଛି । ପେନସନଭୋଗୀ ବି ଏହାଦ୍ୱାରା ଉପକୃତ ହେବେ। ...