Loading...

ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ରାଜପଥରେ ପ୍ରଦର୍ଶିତ ହେବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ରାଜପଥରେ ପ୍ରଦର୍ଶିତ ହେବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ ରାଜପଥରେ ପ୍ରଦର୍ଶିତ ହେବାର ବଡ଼ ସୁଯୋଗ ଥିଲା। ମେଢ଼ର ଡିଜାଇନ୍ ବି ବିଚାରକ ମଣ୍ଡଳୀ ଦ୍ବାରା ଗ୍ରହଣୀୟ ହୋଇଥିଲା।