Tag : odishanews

CULTURES

ଅାଜି ଶ୍ରୀଜିଉଙ୍କ ବନକଲାଗି,୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ENO Beuro
ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ଅନୁଷ୍ଠିତ ହେବ। ଏଥିପାଇଁ ୪ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ୮ଟା ପର୍ୟ୍ୟନ୍ତ