Loading...

ସୋରିଷ ତେଲ ବିଜ୍ଞାପନରେ ରାଷ୍ଟ୍ରପତିଙ୍କ ଫଟୋ

ସୋରିଷ ତେଲ ବିଜ୍ଞାପନରେ ରାଷ୍ଟ୍ରପତିଙ୍କ ଫଟୋ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଫଟୋକୁ ବ୍ୟବହାର କରି ଏକ ସୋରିଷ ତେଲ କମ୍ପାନି କରଞ୍ଜିଆ ସହର ସମେତ ଆଖପାଖ ଗ୍ରାମାଞ୍ଚଳର ବିଭିନ୍ନ ସ୍ଥାନରେ ବଡ଼ବଡ଼ ବ୍ୟାନର୍‌ ଓ ହୋର୍ଡ଼ିଂ ଲଗାଇଛି।