Tag : one died in lightining

News

ରାଜ୍ୟରେ କାଳବୈଶାଖୀ ପ୍ରଭାବ:ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ENO Beuro
ବଜ୍ରପାତ ନେଲା ଜୀବନ ବଜ୍ରାଘାତ ଜଣଙ୍କର ଜୀବନ ନେଇଯାଇଛି। ଆଜି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଆମ୍ବପଳାସ ଗାଁରେ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।