Loading...

ଧାମନଗର ପରେ ପଦମପୁର ଉପନିର୍ବାଚନ ପାଇଁ ପ୍ରସ୍ତୁତି

ଧାମନଗର ପରେ ପଦମପୁର ଉପନିର୍ବାଚନ ପାଇଁ ପ୍ରସ୍ତୁତି

ଡିସେମ୍ବର ୫ ତାରିଖରେ ପଦମପୁର ଉପ ନିର୍ବାଚନ । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ଅଧ୍ୟକ୍ଷାରେ ଅନୁଷ୍ଠିତ ହୋଇଯାଇଛି ପ୍ରସ୍ତୁତି ବୈଠକ ।