Tag : padmavat again in trouble

Entertainment

ପୁଣି ସଙ୍କଟରେ ‘ପଦ୍ମାବତ୍‌’

ENO Beuro
ଭଂସାଲୀଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ପଦ୍ମାବତ୍‌’କୁ ହରିୟାଣାରେ ମଧ୍ୟ ନିଷିଦ୍ଧ କରାଗଲା। ରାଜସ୍ଥାନ, ଗୁଜରାଟ, ମଧ୍ୟପ୍ରଦେଶ ପରେ ଏବେ ହରିୟାଣା ସରକାର ଏହି ଫିଲ୍ମକୁ ରାଜ୍ୟରେ ରିଲିଜ୍‌ କରିବାକୁ ବାରଣ କରିଛନ୍ତି। ମଙ୍ଗଳବାର ହରିୟାଣା କ୍ୟାବିନେଟ