Tag : patakura election start

POLITICALS

ପାଟକୁରା ନିର୍ବାଚନ ରଣନୀତି ପ୍ରସ୍ତୁତିରେ ୩ ପ୍ରମୁଖ ଦଳ

Ratnamani Moharana
ପାଟକୁରା ନିର୍ବାଚନ  ତାରିଖ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ । ଯେକୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ ପାଟକୁରା ବିଧାନସଭା ନିର୍ବାଚନ ତାରିଖ। ସେଥିପାଇଁ ୩ ପ୍ରମୁଖ ରାଜନୈତିକ ଦଳ  ନିଜ ନିଜର ଷ୍ଟ୍ରାଟେଜି ପ୍ରସ୍ତୁତ କରୁଛନ୍ତି।