Tag : plus 2 practical exams 2018 to begin from january 29

News

ଘୁଞ୍ଚିଲା ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା,ଜାନୁଆରି ୨୯ରୁ ଫେବ୍ରୁଆରି ୮ ପର୍ଯ୍ୟନ୍ତ

ENO Beuro
ଜାନୁଆରି ୨୫(ଆଜି)ଠାରୁ ଆରମ୍ଭ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏହି ପରୀକ୍ଷା ଜାନୁଆରି ୨୯ରୁ ଆରମ୍ଭ ହୋଇ ଫେବ୍ରୁଆରି ୮ ପର୍ଯ୍ୟନ୍ତ ଚାଲିବ। ଏହି ସମୟସୀମା ମଧ୍ୟରେ ଯୁକ୍ତ୨ କଲେଜଗୁଡ଼ିକ