Loading...

ଉତ୍ତରାଖଣ୍ଡର ପିଥୌରାଗଡ଼ରେ ଥିବା ପାର୍ବତୀ କୁଣ୍ଡରେ ପୂଜାର୍ଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଉତ୍ତରାଖଣ୍ଡର ପିଥୌରାଗଡ଼ରେ ଥିବା ପାର୍ବତୀ କୁଣ୍ଡରେ ପୂଜାର୍ଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଉତ୍ତରାଖଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଉତ୍ତରାଖଣ୍ଡରେ ପହଞ୍ଚି ସକାଳୁ ପାର୍ବତୀ କୁଣ୍ଡରେ କରିଛନ୍ତି ଶିବ ସାଧନା। ପିଥୋରାଗଡ଼ରେ ଥିବା ପାର୍ବତୀ କୁଣ୍ଡରେ ପ୍ରଧନମନ୍ତ୍ରୀ ରୀତିନୀତି ଭାବେ ପୂଜାର୍ଚ୍ଚନା କରିଛନ୍ତି।

ନୂଆ ବର୍ଷର ପ୍ରଥମ ଦିନରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନର ଦଶମ କିସ୍ତି

ନୂଆ ବର୍ଷର ପ୍ରଥମ ଦିନରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍‌-କିଷାନର ଦଶମ କିସ୍ତି

ଜାନୁଆରୀ ପହିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୧୦ କୋଟି ଚାଷୀଙ୍କୁ ପିଏମ୍‌-କିଷାନର ଦଶମ କିସ୍ତି ପ୍ରଦାନ କରିବେ ।

ଗତି ଶକ୍ତି ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଗତି ଶକ୍ତି ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

କରୋନା ମହାମାରୀରେ ପ୍ରଭାବିତ ହୋଇଥିବା ଦେଶର ଅର୍ଥନୀତିକୁ ସଜାଡିବାକୁ କେନ୍ଦ୍ର ସରକାରଙ୍କ ପ୍ରୟାସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତି ଶକ୍ତି ଯୋଜନାର ଶୁଭାରମ୍ଭ କରିଛନ୍ତି ।