Loading...

ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ

ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ

ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ରହିଛି। ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ଏହି ଦିନ ପରୀକ୍ଷା ସମ୍ପର୍କରେ ଭାବ ବିନିମୟ କରିବେ ।

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ହଠାତ ସ୍ୱାସ୍ଥ୍ୟ ବିଗିଡ଼ିଯିବାରୁ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି | ତାଙ୍କୁ ଶ୍ୱାସକ୍ରିୟାରେ ଅସୁବିଧା ହେଉଛି ବୋଲି କୁହାଯାଇଛି।

୧୮୦୦ କୋଟି ଟଙ୍କାର ଜଳକର ଛାଡ଼ କଲେ ପଞ୍ଜାବ ସରକାର

୧୮୦୦ କୋଟି ଟଙ୍କାର ଜଳକର ଛାଡ଼ କଲେ ପଞ୍ଜାବ ସରକାର

ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବ ସରକାର ପାଣି ବିଲ୍ ଛାଡ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଏହି ବଡ ଘୋଷଣା କରିଛନ୍ତି ।