Tag : prabhari aruna sing

POLITICALS

ବୁଲେଟର ଜବାବ ବାଲାଟରେ ଦେବୁ ବୋଲି କହିଲେ ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ

Ratnamani Moharana
ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ତଥା ବଡ଼ପୋଖରିଆର ପୂର୍ବତନ ସରପଂଚ ମଙ୍ଗୁଳି ଜେନାଙ୍କୁ  ଗୁଳି କରି ହତ୍ୟା କରାଯାଇଛି |ହତ୍ୟାକାଣ୍ଡ ପଛରେ ବିଜେଡିର ହାତ ଥିବା ଅଭିଯୋଗ କରିଛି ବିଜେପି।