News

ପାଣିପାଗ ବିଭାଗ ସୂଚନା: ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ ଘଡଘଡି ସହ କୁଆ ପଥର ବର୍ଷା ସମ୍ଭାବନା!

Krishna Kumar Manoj
ରାଜ୍ୟରେ ଆରମ୍ଭ ହୋଇଯାଇଛି ପ୍ରାକ୍ ମୌସୁମୀ ବର୍ଷା। ଉପକୂଳ ଓଡିଶାରେ ପ୍ରବଳ ବର୍ଷା ପବନ ବହିବା ନେଇ କହିଛି ଆଂଚଳିକ ପାଣି ପାଗ କେନ୍ଦ୍ର । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More