Loading...

ମୟୂରଭଞ୍ଜରୁ ଦିଲ୍ଲୀକୁ ବଦଳିବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଭୋଟର ପରିଚୟ ପତ୍ରର ଠିକଣା

ମୟୂରଭଞ୍ଜରୁ ଦିଲ୍ଲୀକୁ ବଦଳିବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଭୋଟର ପରିଚୟ ପତ୍ରର ଠିକଣା

ନୂଆଦିଲ୍ଲୀ କ୍ଷେତ୍ରରୁ ଭୋଟର ହେବେ ରାଷ୍ଟ୍ରପତି ।ନିକଟରେରାଷ୍ଟ୍ରପତି ଫର୍ମ-୮ ପାଳନ କରିଛନ୍ତି । ଏବେ ରାଷ୍ଟ୍ରପତିଙ୍କ ଭୋଟର ଆଇଡି କାର୍ଡ ଠିକଣା ଓଡ଼ିଶାର ମୟୂରଭଂଜ ଜିଲ୍ଲା ରହିଥିବା ବେଳେ ବର୍ତ୍ତମାନରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଭୋଟର ପରିଚୟ ପତ୍ରର ଠିକଣା ନୂଆଦିଲ୍ଲୀ ହୋଇଯିବ।

ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାମହିମଙ୍କ ଗସ୍ତ ପାଇଁ ସରିଛି ପ୍ରସ୍ତୁତି

ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାମହିମଙ୍କ ଗସ୍ତ ପାଇଁ ସରିଛି ପ୍ରସ୍ତୁତି

ରାଷ୍ଟ୍ରପତି‌ ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ବରରେ ପହଞ୍ଚିବେ। ଭାରତର ସର୍ବୋଚ୍ଚ ସ୍ଥାନରେ ଅଳଙ୍କୃତ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ।