Loading...

୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୧୦ ଓ ୧୧ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୧୦ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଆସୁଛନ୍ତି । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିବେ । ପରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନ ପକ୍ଷରୁ ଆୟୋଜିତ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି ।

୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ। ଗସ୍ତ କାଳରେ ସେ ରାଜଭବନରେ ଅବସ୍ଥାନ କରିବେ ଓ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ।