Tag : professor ganeshi lal appointed governer of odisha

ପ୍ରଫେସର ଗଣେଶୀ ଲାଲ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ENO Beuro
ପ୍ରଫେସର ଗଣେଶୀ ଲାଲଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।ଏବେ ବିହାର ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଓଡ଼ିଶାର ରାଜ୍ୟପାଳ ଦାୟିତ୍ୱରେ ମଧ୍ୟ ରହିଛନ୍ତି। ଏସ୍‌.ସି ଜମିରଙ୍କ ଅବସର ପରେ ସତ୍ୟପାଲଙ୍କୁ ଓଡ଼ିଶା ଦାୟିତ୍ୱ ଦିଆଯାଇଥିଲା।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More