Loading...

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଧୀରେ ଧୀରେ ରାଜ୍ୟରେ ବଢୁଛି ତାପମାତ୍ରା। ଅସହ୍ୟ ଖରାରେ କଲବଲ ହେଉଛନ୍ତି ରାଜ୍ୟବାସୀ। ମାର୍ଚ୍ଚ ଆରମ୍ଭରୁ ଏପରି ଭାବେ ତାପମାତ୍ରା ବଢିଥିବାବେଳେ ଚଳିତବର୍ଷର ଆକଳନ କରାଯାଇପାରେ।

୧୭ରୁ ପଶ୍ଚିମା ଝଡ଼, ବର୍ଷା ସମ୍ଭାବନା

୧୭ରୁ ପଶ୍ଚିମା ଝଡ଼, ବର୍ଷା ସମ୍ଭାବନା

୧୭ ତାରିଖ ଆଡ଼କୁ ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ ହେବ। ଫଳରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

ଆଜି ୧୮ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଆଜି ୧୮ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ପଶ୍ଚିମ ଓଡ଼ିଶା‌ରେ ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋଓ୍ୱାର୍ଣ୍ଣିଂ ଜାରି କରିଛି।

କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା

କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା

ଗତ କିଛି ଦିନ ହେବ ରାଜଧାନୀରେ ପ୍ରବଳ ବର୍ଷା ହେତୁ ଜବଜୀବନ ଏକପ୍ରକାର ଅସ୍ତବ୍ୟସ୍ତି ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ଆଇଏମଡି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରିଛି ।

୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶାକୁ ପ୍ରବେଶ କରୁଛି। ଏହା ପ୍ରଭାବରେ ରାଜ୍ୟରେ ଶୀତ ସାମାନ୍ୟ କମିବ। ପାରଦ ଊର୍ଧ୍ବଗାମୀ ହେବ। ଏଥିସହ ୨୭ ଓ ୨୮ତାରିଖରେ ରାଜ୍ୟରେ ବର୍ଷାର ବି ସମ୍ଭାବନା ରହିଛି।