ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କୋହଲା ପାଗ, ଦୁଇ ଦିନ ଯାଏଁ ପ୍ରବଳ ବର୍ଷିବ
ଆଜିଠୁ ରାଜ୍ୟରେ ବଦଳିଯିବ ପାଣିପାଗ । ତାତିରୁ ମିଳିବ ତ୍ରାହି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ହ୍ରାସ ପାଇବ ।
Loading...
ଆଜିଠୁ ରାଜ୍ୟରେ ବଦଳିଯିବ ପାଣିପାଗ । ତାତିରୁ ମିଳିବ ତ୍ରାହି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ହ୍ରାସ ପାଇବ ।
କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଛି ।
ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।
ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ମଧ୍ୟପ୍ରଦେଶ ଓ ବିଦର୍ଭ ଉପରେ ରହିଥିବା ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି।
ଶୁକ୍ରବାର ଓ ଶନିବାର ଗ୍ରୀଷ୍ମ ପ୍ରଭାବ ଜାରି ରହିବ। ଆସନ୍ତା ୩ ଓ ୪ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।
ରାଜ୍ୟରେ ଆଜିଠୁ ଦୁଇଦିନ ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଓଡ଼ିଶାର ପିଛା ଛାଡୁନି ପଶ୍ଚିମା ଝଡ । ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବୁଧବାର ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବ।