Loading...

ଆସନ୍ତାକାଲିଠୁ ବଦଳିବ ପାଗ, ଆଜି ୧୧ ଜିଲ୍ଲା‌ରେ ପ୍ରବଳ ବର୍ଷା ପାଇଁ ୟେଲୋୱାର୍ନିଙ୍ଗ ଜାରି

ଆସନ୍ତାକାଲିଠୁ ବଦଳିବ ପାଗ, ଆଜି ୧୧ ଜିଲ୍ଲା‌ରେ ପ୍ରବଳ ବର୍ଷା ପାଇଁ ୟେଲୋୱାର୍ନିଙ୍ଗ ଜାରି

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ପ୍ରବଳ ବର୍ଷା ହେବାନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତାକାଲିଠୁ ବଦଳିବ ପାଗ ବର୍ତ୍ତମାନ ରାଜ୍ୟରେ ୨ ପ୍ରକାରର ନିୟାମକ ସକ୍ରିୟ ରହିଛି ।

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କୋହଲା ପାଗ, ଦୁଇ ଦିନ ଯାଏଁ ପ୍ରବଳ ବର୍ଷିବ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କୋହଲା ପାଗ, ଦୁଇ ଦିନ ଯାଏଁ ପ୍ରବଳ ବର୍ଷିବ

ଆଜିଠୁ ରାଜ୍ୟରେ ବଦଳିଯିବ ପାଣିପାଗ । ତାତିରୁ ମିଳିବ ତ୍ରାହି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ହ୍ରାସ ପାଇବ ।

କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା

କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା

କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଛି ।

ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷା

ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷା

ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।

ଆଜିଠୁ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷାର ପ୍ରକୋପ

ଆଜିଠୁ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷାର ପ୍ରକୋପ

ଦକ୍ଷିଣ ଛତିଶଗଡ଼ ଓ ସଂଲଗ୍ନ ମଧ୍ୟପ୍ରଦେଶ ଓ ବିଦର୍ଭ ଉପରେ ରହିଥିବା ଅବପାତ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି।

ଆଜିଠୁ ୨ ଦିନ ପୁଣି ଭିଜିବ ଓଡିଶା

ଆଜିଠୁ ୨ ଦିନ ପୁଣି ଭିଜିବ ଓଡିଶା

ରାଜ୍ୟରେ ଆଜିଠୁ ଦୁଇଦିନ ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ଆଜିଠୁ ଭିଜିବ ଓଡ଼ିଶା

ଆଜିଠୁ ଭିଜିବ ଓଡ଼ିଶା

ଓଡ଼ିଶାର ପିଛା ଛାଡୁନି ପଶ୍ଚିମା ଝଡ । ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।