ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
Loading...
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପଶ୍ଚିମାଝଡ଼ ପ୍ରଭାବରେ ଘଡ଼ଘଡ଼ି ବିଜୁଳି ସହିତ ବିଭିନ୍ନ ଜିଲ୍ଲାରେ ବର୍ଷା ପାଇଁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଗତ କିଛି ଦିନ ହେବ ରାଜଧାନୀରେ ପ୍ରବଳ ବର୍ଷା ହେତୁ ଜବଜୀବନ ଏକପ୍ରକାର ଅସ୍ତବ୍ୟସ୍ତି ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ଆଇଏମଡି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରିଛି ।
ଜାନୁଆରୀ ଦ୍ବିତୀୟ ସପ୍ତାହରେ ଓଡ଼ିଶାର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବ । ଜାନୁଆରି ୯ ଓ ୧୨ରେ ପଶ୍ଚିମ ଓଡ଼ିଶାରେ ଏବଂ ଉତ୍ତର ଓ ଉପକୂଳ ଓଡ଼ିଶାରେ ୧୦ ଓ ୧୪ ତାରିଖ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଆଜି ପୂର୍ବାହ୍ନ ସୁଦ୍ଧା ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ପରବର୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ଘନ କୁହୁଡ଼ି ପଡ଼ିବାର ଆଶଙ୍କା ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ। ଫଳରେ ରାଜ୍ୟରେ ଏବେ ଶୀତ ବିଶେଷ ଅନୁଭୂତ ହେବ ନାହିଁ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।