ଘରେ ତିଆରି କରନ୍ତୁ ସ୍ଵାଦିଷ୍ଟ ‘ତନ୍ଦୁରୀ ପାମ୍ପଲେଟ୍’
ପ୍ରଥମେ ପାମ୍ପଲେଟ୍ ମାଛରୁ ପିତ୍ତକୁ ବାହାର କରି ଦିଅନ୍ତୁ। ଏହାପରେ ମଛର ଉପରି ଭାଗକୁ ଛୁରୀରେ ଦୁଇ ଭାଗ କରି କାଟି ଦିଅନ୍ତୁ। ମାଛକୁ ଭଲ ଭାବରେ ଧୋଇ ସଫା କରି ଦିଅନ୍ତୁ।
Loading...
ପ୍ରଥମେ ପାମ୍ପଲେଟ୍ ମାଛରୁ ପିତ୍ତକୁ ବାହାର କରି ଦିଅନ୍ତୁ। ଏହାପରେ ମଛର ଉପରି ଭାଗକୁ ଛୁରୀରେ ଦୁଇ ଭାଗ କରି କାଟି ଦିଅନ୍ତୁ। ମାଛକୁ ଭଲ ଭାବରେ ଧୋଇ ସଫା କରି ଦିଅନ୍ତୁ।
ସକାଳ ଜଳଖିଆରେ ହେଉ ବା ପିଲାଙ୍କ ଟିଫିନ୍ ପାଇଁ ସବୁବେଳେ ଆମେ ସୁସ୍ଥ ଓ ଅଳ୍ପ ସମୟ ମଧ୍ୟରେ ହୋଇପାରୁଥିବା ଖାଦ୍ୟ ପସନ୍ଦ କରିଥାଉ।
ପ୍ରଥମେ ପାଳୁଅକୁ ପାଣିରେ କିଛି ସମୟ ଭିଜେଇବା ପରେ ତାକୁ ଛାଣି ବାଟି ଦିଅନ୍ତୁ। ଏବେ ଚିନି ସିରା ପ୍ରସ୍ତୁତ କରନ୍ତୁ। ତା’ପରେ ଗୋଟିଏ ପାତ୍ରରେ ମଇଦା, ସୁଜି, ପାନମଧୁରୀ, ଜୁଆଣିଗୁଣ୍ଡ, ଅଦାଛେଚା ଓ ପାଳୁଅ ବଟା ପକେଇ ଭଲ ଭାବେ ଚକଟି ଦିଅନ୍ତୁ।
କେବଳ ପିଲା ନୁହନ୍ତି, ବଡ଼ମାନେ ମଧ୍ୟ ବର୍ଗର ଖାଇବାକୁ ପସନ୍ଦ କରନ୍ତି। ଏହାକୁ ବହୁତ ଆଗ୍ରହର ସହ ଲୋକେ ଖାଇଥାନ୍ତି। ନିଜ ପିଲାଙ୍କ ହୃଦୟ ଜିତିବାକୁ ଆପଣ ନିଜ ଘରେ ଆମଲେଟ୍ ବର୍ଗର ତିଆରି କରି ଖୁଆଇ ପାରିବେ।
ପ୍ରଥମେ ମୂଳାକୁ ପାଣିରେ ଭଲ ଭାବେ ସଫା କରି ଦିଅନ୍ତୁ। ତା’ପରେ କୋରଣାରେ ଏହାକୁ କୋରି ଦିଅନ୍ତୁ।
ସୋୟାବଡ଼ିକୁ ଗରମ ପାଣିରେ ପାଞ୍ଚମିନିଟ୍ ପାଇଁ ଭିଜାଇ ରଖନ୍ତୁ। ପିଆଜକୁ କାଟି ତାହାର କୋଲା ଗୁଡ଼ିକୁ ଅଲଗା ଅଲଗା କରି ଦିଅନ୍ତୁ।
ପ୍ରଥମେ ଦେଶୀ ଆଳୁ ବା ଖମ୍ବ ଆଳୁକୁ କାଟି ଲୁଣ ଦେଇ ସିଝାଇ ଦିଅନ୍ତୁ। ସେହିପରି ଚିକେନ୍ କିମାକୁ ମଧ୍ୟ ମସଲା ଦେଇ କଷି ଦିଅନ୍ତୁ।
ପ୍ରଥମେ ଗ୍ୟାସ୍ରେ କଡ଼େଇ ବସାଇ ସେଥିରେ କିଛି ପାଣି ଦେଇ ଫୁଟିବାକୁ ଛାଡ଼ି ଦିଅନ୍ତୁ। ପାଣି ପୁଟିଲା ପରେ ସେଥିରେ ଲୁଣ, ଜିରା ଏବଂ ଦୁଇ ଚାମଚ ତେଲ ପକାନ୍ତୁ।