Loading...

ଆସନ୍ତୁ ପ୍ରସ୍ତୁତ କରିବା “ଭେଜ୍‌ ମଞ୍ଚୁରିୟାନ “

ଆସନ୍ତୁ ପ୍ରସ୍ତୁତ କରିବା “ଭେଜ୍‌ ମଞ୍ଚୁରିୟାନ “

ପ୍ରଥମେ ପରିବାଗୁଡ଼ିକୁ ଧୋଇ କଟରରେ ଛୋଟ ଛୋଟ କରି କାଟନ୍ତୁ। ଏହି ପରିବାରେ କର୍ଣ୍ଣଫ୍ଲୋର, ଲଙ୍କା ଗୁଣ୍ଡ, ଗରମ ମସଲା, ଲୁଣ ଓ କଟା କଞ୍ଚା ଲଙ୍କା ପକାଇ ଭଲ ଭାବେ ମିଶ୍ରଣ କରନ୍ତୁ।

ଘରେ ତିଆରି କରନ୍ତୁ ସ୍ଵାଦିଷ୍ଟ ‘ତନ୍ଦୁରୀ ପାମ୍ପଲେଟ୍’

ଘରେ ତିଆରି କରନ୍ତୁ ସ୍ଵାଦିଷ୍ଟ ‘ତନ୍ଦୁରୀ ପାମ୍ପଲେଟ୍’

ପ୍ରଥମେ ପାମ୍ପଲେଟ୍ ମାଛରୁ ପିତ୍ତକୁ ବାହାର କରି ଦିଅନ୍ତୁ। ଏହାପରେ ମଛର ଉପରି ଭାଗକୁ ଛୁରୀରେ ଦୁଇ ଭାଗ କରି କାଟି ଦିଅନ୍ତୁ। ମାଛକୁ ଭଲ ଭାବରେ ଧୋଇ ସଫା କରି ଦିଅନ୍ତୁ।

ଆସନ୍ତୁ ତିଆରି କରିବା ଭଦ୍ରକର ପ୍ରସିଦ୍ଧ ‘ପାଳୁଅ ଲଡ଼ୁ’

ଆସନ୍ତୁ ତିଆରି କରିବା ଭଦ୍ରକର ପ୍ରସିଦ୍ଧ ‘ପାଳୁଅ ଲଡ଼ୁ’

ପ୍ରଥମେ ପାଳୁଅକୁ ପାଣିରେ କିଛି ସମୟ ଭିଜେଇବା ପରେ ତାକୁ ଛାଣି ବାଟି ଦିଅନ୍ତୁ। ଏବେ ଚିନି ସିରା ପ୍ରସ୍ତୁତ କରନ୍ତୁ। ତା’ପରେ ଗୋଟିଏ ପାତ୍ରରେ ମଇଦା, ସୁଜି, ପାନମଧୁରୀ, ଜୁଆଣିଗୁଣ୍ଡ, ଅଦାଛେଚା ଓ ପାଳୁଅ ବଟା ପକେଇ ଭଲ ଭାବେ ଚକଟି ଦିଅନ୍ତୁ।

ଆଜି ହିଁ ଟ୍ରାଏ କରନ୍ତୁ ଆମଲେଟ୍‌ ବର୍ଗର

ଆଜି ହିଁ ଟ୍ରାଏ କରନ୍ତୁ ଆମଲେଟ୍‌ ବର୍ଗର

କେବଳ ପିଲା ନୁହନ୍ତି, ବଡ଼ମାନେ ମଧ୍ୟ ବର୍ଗର ଖାଇବାକୁ ପସନ୍ଦ କରନ୍ତି। ଏହାକୁ ବହୁତ ଆଗ୍ରହର ସହ ଲୋକେ ଖାଇଥାନ୍ତି। ନିଜ ପିଲାଙ୍କ ହୃଦୟ ଜିତିବାକୁ ଆପଣ ନିଜ ଘରେ ଆମଲେଟ୍‌ ବର୍ଗର ତିଆରି କରି ଖୁଆଇ ପାରିବେ।