ନ୍ୟୁଜ୍ ୧୮୦୦ କୋଟି ଟଙ୍କାର ଜଳକର ଛାଡ଼ କଲେ ପଞ୍ଜାବ ସରକାର 25 Dec, 2021 8 mins read 110 views ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବ ସରକାର ପାଣି ବିଲ୍ ଛାଡ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଏହି ବଡ ଘୋଷଣା କରିଛନ୍ତି ।
ନ୍ୟୁଜ୍ ବଢିବ ତାପମାତ୍ରା, କମିବ ଶୀତ 24 Dec, 2021 7 mins read 567 views ଅସହ୍ୟ ଶୀତରେ ଥରୁଛି ରାଜ୍ୟ। ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ। ୫ଡିଗ୍ରୀ ତାପମାତ୍ରା ସହ ହୋଇଛି ତୁଷାରପାତ।