ଜେଲେନ୍ସ୍କିଙ୍କ ସହ କିବ୍ ରାସ୍ତାରେ ଚାଲିଲେ ବ୍ରିଟିସ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍
ଅକସ୍ମାତ୍ ଯୁଦ୍ଧ-ବିକ୍ଷତ ୟୁକ୍ରେନ୍ ଗସ୍ତ କରି ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ ଜନଶୂନ୍ୟ କିବ୍ ରାସ୍ତାରେ ଚାଲି ଚାଲି ଯାଇଥିବା ବ୍ରିଟିସ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ଙ୍କୁ ଭୂୟସୀ ପ୍ରଶଂସା କରାଯାଉଛି।