Loading...

ଆରପାରିରେ ଓଡିଆ ସିନେ ଜଗତର ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ସରୋଜ ପଟ୍ଟନାୟକ

ଆରପାରିରେ ଓଡିଆ ସିନେ ଜଗତର ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ସରୋଜ ପଟ୍ଟନାୟକ

 ଓଡିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଓ ଗୀତିକାର ସରୋଜ ପଟ୍ଟନାୟକଙ୍କ ପରଲୋକ। ୮୨ ବର୍ଷ ବୟସରେ ବାରିପଦାସ୍ଥିତ ତାଙ୍କ ବାସଭନବରେ ତାଙ୍କ ଦେହାନ୍ତ ହୋଇଛି।