Loading...

ଗ୍ରୀଷ୍ମ ପ୍ରବାହ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଖରା ଛୁଟି, ଅବଧି କେତେ ସେନେଇ ପରେ ହେବ  ଘୋଷଣା

ଗ୍ରୀଷ୍ମ ପ୍ରବାହ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଖରା ଛୁଟି, ଅବଧି କେତେ ସେନେଇ ପରେ ହେବ ଘୋଷଣା

ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟକୁ ଗ୍ରୀଷ୍ମ ପ୍ରବାହ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର।

ଆଜି କାଲି ଦୁଇଦିନ ଗ୍ରୀଷ୍ମପ୍ରବାହ ପାଇଁ ସ୍କୁଲ ବନ୍ଦ

ଆଜି କାଲି ଦୁଇଦିନ ଗ୍ରୀଷ୍ମପ୍ରବାହ ପାଇଁ ସ୍କୁଲ ବନ୍ଦ

ଆଜିଠାରୁ ଦୁଇ ଦିନ ସ୍କୁଲ ଛୁଟି । ଆସନ୍ତା ୧୯ ଓ ୨୦ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ।

ଅସହ୍ୟ ଖରାରେ ଶିଝୁଛି ଓଡିଶା, ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବଢିପାରେ ସ୍କୁଲ ଛୁଟି

ଅସହ୍ୟ ଖରାରେ ଶିଝୁଛି ଓଡିଶା, ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବଢିପାରେ ସ୍କୁଲ ଛୁଟି

ରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଛୁଟି କରାଯାଇଛି ସମସ୍ତ ସ୍କୁଲ ।