Loading...

ପୁଣି ଅନିଶ୍ଚିତତାରେ ସ୍କୁଲ ଖୋଲିବା ନିଷ୍ପତ୍ତି

ପୁଣି ଅନିଶ୍ଚିତତାରେ ସ୍କୁଲ ଖୋଲିବା ନିଷ୍ପତ୍ତି

ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ପୁଣି ଥରେ ଦ୍ୱନ୍ଦ୍ୱ ଉପୁଜିଛି । କାରଣ ଫେବୃଆରୀ ୨୮ ତାରିଖରୁ ଖୋଲିବାକୁ ଥିବା ପ୍ରଥମରୁ ସପ୍ତମ ଶ୍ରେଣୀ ବିଭିନ୍ନ କାରଣରୁ ଖୋଲିନପାରେ ।

୭ ରୁ ଖୋଲିବ ସ୍କୁଲ ଓ କଲେଜ୍‌

୭ ରୁ ଖୋଲିବ ସ୍କୁଲ ଓ କଲେଜ୍‌

ଆସନ୍ତା ୭ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। କେବଳ ସ୍କୁଲ ନୁହେଁ ବରଂ କଲେଜ୍‌, ୟୁନିଭର୍ସିଟି ଖୋଲିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର।

ସ୍କୁଲ ଖୋଲିବା ନେଇ ୨ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ସ୍କୁଲ ଖୋଲିବା ନେଇ ୨ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କରୋନା ସଂକ୍ରମଣ ସ୍ଥିତି ଯୋଗୁଁ ସ୍କୁଲ ବନ୍ଦ କରାଯିବା ନିଷ୍ପତ୍ତିକୁ ବିରୋଧ କରି ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା। ଆଜି ଏହାର ଶୁଣାଣି କରିଛନ୍ତି ହାଇକୋର୍ଟ।