Loading...

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ।