Tag : smart ball use in cricket

SPORTS

ଏବେ କ୍ରିକେଟରେ ଦେଖିବାକୁ ମିଳିବ ‘ସ୍ମାର୍ଟବଲ୍’

Ratnamani Moharana
କ୍ରିକେଟକୁ ଅଧିକ ସ୍ୱଚ୍ଛ କରିବା ପାଇଁ ନିୟମିତ କିଛି ନା କିଛି ନୂଆ ଟେକନିକର ବ୍ୟବହାର କରାଯାଉଛି। ବ୍ୟାଟରେ ସେନସର୍ ଲଗାଯିବା ପରେ ଏବେ କ୍ରିକେଟରେ ‘ସ୍ମାର୍ଟବଲ୍’ ଦେଖିବାକୁ ମିଳିବ, ଯେଉଁଥିରେ ମାଇକ୍ରୋଚିପ୍ ଲାଗିଥିବ।