Entertainment

ବଲିଉଡ୍‌ କଣ୍ଠଶିଳ୍ପୀ ସୋନା ମହାପାତ୍ରଙ୍କୁ ଧମକ

ENO Beuro
କଣ୍ଠଶିଳ୍ପୀ ସୋନା ମହାପାତ୍ରଙ୍କୁ ଧମକ ଦେଲେ ମଦାରିୟା ସୁଫି ଫାଉଣ୍ଡେସନ୍ ବଲିଉଡ଼ ଗାୟିକା ସୋନା ମହାପାତ୍ରଙ୍କୁ ଧମକ। ତାଙ୍କୁ ଧମକପୂର୍ଣ୍ଣ ଇ-ମେଲ ଦିଆଯାଇଥିବା ନେଇ ଟ୍ୱିଟ୍‌ କରିଛନ୍ତି ବଲିଉଡ଼୍‌ରେ ପ୍ରତିଷ୍ଠିତ ଏହି ଓଡ଼ିଆ ଗାୟିକା।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More