Loading...

ଡାକ୍ତରଖାନାରେ ଭର୍ତ୍ତି ହେଲେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

ଡାକ୍ତରଖାନାରେ ଭର୍ତ୍ତି ହେଲେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ

ଡାକ୍ତରଖାନାରେ ଭର୍ତ୍ତି ହେଲେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ତାଙ୍କୁ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ତାଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୋନିଆ ଗାନ୍ଧିଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

ସୋନିଆ ଗାନ୍ଧିଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଦଳର ସର୍ବେସର୍ବା ସୋନିଆ ଗାନ୍ଧିଙ୍କର ଆଜି ହେଉଛି ଜନ୍ମ ଦିନ। ସେ ୭୬ ବର୍ଷରେ ପଦାର୍ପଣ କରିଛନ୍ତି।  ଦଳର ବରିଷ୍ଠ ନେତାମାନେ ମଧ୍ୟ ସୋନିଆଙ୍କ ଜନ୍ମଦିନର ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।