Tag Archives: south africa beat india by 6 wicket

Archives

  • ସେଞ୍ଚୁରିଅନ ଟି-୨୦: ଦକ୍ଷିଣ ଆଫ୍ରିକା ୬ ଓ୍ଵିକେଟ୍‌ରେ ଜିତିଲା

    କ୍ଲାସେନ୍‌-ଡ୍ୟୁମିନି ଛକାରେ ଜିତିଲା ଦକ୍ଷିଣ ଆଫ୍ରିକା ହେନରିକ୍‌ କ୍ଲାସେନ ଓ ଅଧିନାୟକ ଜେପି ଡୁମିନି ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଖେଳି  ଗତକାଲି  ଏଠାରେ ଅନୁଷ୍ଠିତ ଭାରତ ବିପକ୍ଷ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ବିଜୟୀ କରାଇଛନ୍ତି। ଭାରତ ପକ୍ଷରୁ ଧାର୍ଯ୍ୟ ୧୮୯ ରନ ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୧୮.୪ ଓଭରରେ ୪ ଉଇକେଟ ହରାଇ ହାସଲ କରି ନେଇଥିଲା। ...