Loading...

ଆଜି ଶ୍ରୀଜୀଉଙ୍କର ରାହୁରେଖା ଲାଗି ନୀତି ପାଇଁ  ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀଜୀଉଙ୍କର ରାହୁରେଖା ଲାଗି ନୀତି ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି । ଏହି ନୀତି ଅପରାହ୍ନ ୩ ଟାରୁ ଆରମ୍ଭ ହୋଇ ରାତି ୮ ଟାରେ ଶେଷ ହେଉଥିବାରୁ ୫ ଘଣ୍ଟା ପାଇଁ ପୁରୀ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବନ୍ଦ ରହିବ।

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ

ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି  ।ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଯାଏ ସାଧାରଣ ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ରୁ ରାତି ୯ ଯାଏ ସାଧାରଣ ଦର୍ଶନ ବନ୍ଦ

ଆଜି ପୌଷ-କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଅପରାହ୍ନ ୫ଟାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଅପରାହ୍ନ ୫ଟାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନିତି । ଦ୍ଵିତୀୟ ଭୋଗମଣ୍ଡପ ନିତି ବଢିବା ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

ଦୁଇଦିନ ପରେ ପଞ୍ଚୁକ, ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ତତ୍ପର ପ୍ରଶାସନ

ଦୁଇଦିନ ପରେ ପଞ୍ଚୁକ, ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ତତ୍ପର ପ୍ରଶାସନ

ଆସନ୍ତା ନଭେମ୍ବର ୪ ତାରିଖ ବଡ଼ ଏକାଦଶୀରୁ ପଞ୍ଚୁକ ଆରମ୍ଭ ହେବ। ଶ୍ରୀମନ୍ଦିରର ଚୂଡ଼ାନ୍ତ ନୀତିକାନ୍ତି ଅନୁଯାୟୀ, ପଞ୍ଚୁକର ପ୍ରଥମ ଦିନ ଅର୍ଥାତ୍‌ ନଭେମ୍ବର ୪ରେ ଠିଆକିଆ ବେଶ ଅନୁଷ୍ଠିତ ହେବ।

ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତାକାଲି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ  ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି ଏହି ସୂଚନା ଦେଇଛନ୍ତି ।

ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷପରେ ଶ୍ରୀଜିଉଙ୍କ ଏହି ସ୍ୱତନ୍ତ୍ର ନୀତି ହେବ । ଏଥିପାଇଁ ଅପରାହ୍ଣରେ ଠାକୁର ଦର୍ଶନ କଟକଣା ରହିବ ।