ନ୍ୟୁଜ୍ ଆଜି ଶ୍ରୀମନ୍ଦିରରେ ୩ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 23 Feb, 2022 6 mins read 317 views ଫାଲଗୁନ କୃଷ୍ଣପକ୍ଷ ସପ୍ତମୀ ତିଥିରେ ବୁଧବାର ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ନ୍ୟୁଜ୍ ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନରୁ ୪ ଘଣ୍ଟା ବଞ୍ଚିତ ହେବେ ଭକ୍ତ 09 Feb, 2022 8 mins read 403 views ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ ।