Loading...

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର (sample question)

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର (sample question)

ଗଣଶିକ୍ଷା ବିଭାଗର କହିବାନୁଯାୟୀ, ଉକ୍ତ ନମୁନା ପ୍ରଶ୍ନପତ୍ର ଅନୁଯାୟୀ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିବେ।

୯ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲ୍‌ ବ୍ରାଣ୍ଡିଂ: ଅଧିକ ୯୦୦ ଟଙ୍କା ସହ ଲାଗିବ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ର ଷ୍ଟିକର୍‌

୯ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲ୍‌ ବ୍ରାଣ୍ଡିଂ: ଅଧିକ ୯୦୦ ଟଙ୍କା ସହ ଲାଗିବ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ର ଷ୍ଟିକର୍‌

ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ମାନେ ନଭେମ୍ବର ୧୪ ପରେ ‘ମୋ ସ୍କୁଲ’ ରାଜ୍ୟ କାର୍ଯ୍ୟାଳୟରୁ ଷ୍ଟିକର ସଂଗ୍ରହ କରିପାରିବେ। ୩୦ ତାରିଖରେ ବିଦ୍ୟାଳୟସ୍ତରରେ ଛାତ୍ରଛାତ୍ରୀଙ୍କ ସାଇକେଲ୍‌ରେ ଷ୍ଟିକରିଂ କରାଯିବ।

ବୋର୍ଡ ପରୀକ୍ଷା ପ୍ରସ୍ତୁତି ପାଇଁ ଏଣିକି ମନ୍ଦିର ମସଜିଦ୍‌ର ମାଇକ୍‌ରେ ଉଠିବେ ଛାତ୍ରଛାତ୍ରୀ

ବୋର୍ଡ ପରୀକ୍ଷା ପ୍ରସ୍ତୁତି ପାଇଁ ଏଣିକି ମନ୍ଦିର ମସଜିଦ୍‌ର ମାଇକ୍‌ରେ ଉଠିବେ ଛାତ୍ରଛାତ୍ରୀ

ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସକାଳୁ ଉଠାଇବା ପାଇଁ ମନ୍ଦିର, ମସଜିଦ ଓ ଗୁରୁଦ୍ବାରରୁ ମାଇକ୍‌ରେ ଡକାଯିବ । ପରୀକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେବାକୁ ସ୍ଥିର କରିଛନ୍ତି ହରିୟାଣା ଶିକ୍ଷା ବିଭାଗ ।

ୟୁଜିସିର ନିଷ୍ପତି ପରେ ବି ଦ୍ୱୈତ ଡିଗ୍ରି ବ୍ୟବସ୍ଥାରୁ ବଞ୍ଚିତ ଛାତ୍ରଛାତ୍ରୀ

ୟୁଜିସିର ନିଷ୍ପତି ପରେ ବି ଦ୍ୱୈତ ଡିଗ୍ରି ବ୍ୟବସ୍ଥାରୁ ବଞ୍ଚିତ ଛାତ୍ରଛାତ୍ରୀ

ଉଚ୍ଚଶିକ୍ଷାରେ ଛାତ୍ରଛାତ୍ରୀ ଏକକାଳୀନ ଦୁଇଟି ଡିଗ୍ରି ହାସଲ କରିପାରିବେ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଜାରି କରିଛନ୍ତି।

ଆଜିଠୁ ଆରମ୍ଭ ହେଲା ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଆଜିଠୁ ଆରମ୍ଭ ହେଲା ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା

ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଇନ୍‌ଷ୍ଟାଣ୍ଟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦୁଇ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷାର ପ୍ରଥମ ଦିନ ଅର୍ଥାତ୍‌ ସେପ୍ଟେମ୍ବର ୧୩ରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଡିଷ୍ଟାନ୍ସ ଏଜୁକେସନ୍‌ ବିଭାଗର ରେଗୁଲାର ଏବଂ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କ ଥିଓରି ପରୀକ୍ଷା ଅନୁଷ୍ଠିତ ହେବ।

ମାଧ୍ୟମିକ ପରୀକ୍ଷା ବେଳେ ଛାତ୍ରଛାତ୍ରୀଙ୍କୁ ଶୌଚାଳୟ ମନା

ମାଧ୍ୟମିକ ପରୀକ୍ଷା ବେଳେ ଛାତ୍ରଛାତ୍ରୀଙ୍କୁ ଶୌଚାଳୟ ମନା

ମାଧ୍ୟମିକ ପରୀକ୍ଷା ଆରମ୍ଭର ପ୍ରଥମ ୧ ଘଣ୍ଟା ୧୫ ମିନିଟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଶୌଚାଳୟକୁ ଯାଇପାରିବେ ନାହିଁ । ହ୍ୱାଟ୍‌ସଆପରେ ପ୍ରଶ୍ନପତ୍ର ପ୍ରଘଟକୁ ରୋକିବା ପାଇଁ ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଏହି ପଦକ୍ଷେପ ନେଇଛନ୍ତି ।