News

ଲଳିତକଳା ଏକାଡେମୀର ସଭାପତି ହେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ENO Beuro
ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓଡ଼ିଶା ଲଳିତକଳା ଏକାଡେମୀର ନୂତନ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତ କରିଛନ୍ତି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More