ନ୍ୟୁଜ୍ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବାରୁ ସୁର ରାଉତରାୟଙ୍କୁ ନିରଞ୍ଜନଙ୍କ କାରଣ ଦର୍ଶାଅ ନୋଟିସ 27 Apr, 2022 10 mins read 1,273 views ସୁର ରାଉତରାଏ କେଉଁ ପରିସ୍ଥିତିରେ ଏଭଳି ବୟାନ ଦେଲେ ବୋଲି ପିସିସି ମୁଖିଆ ପ୍ରଶ୍ନ କରିଥିଲେ । କେଉଁ ପରିସ୍ଥିତିରେ ଏଭଳି ମନ୍ତବ୍ୟ ଦେଲେ ଶୀଘ୍ର ଉତ୍ତର ଦେବାକୁ ନୋଟିସ୍ କରିଥିଲେ ନିରଞ୍ଜନ ।