Loading...

ଆଜି ସରୁଛି  ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ, କାଲିଠୁ ଦାୟିତ୍ୱ ସମ୍ଭାଳିବେ ପ୍ରଦୀପ ଜେନା

ଆଜି ସରୁଛି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ, କାଲିଠୁ ଦାୟିତ୍ୱ ସମ୍ଭାଳିବେ ପ୍ରଦୀପ ଜେନା

ଆଜି ସରିବ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ଆସନ୍ତା କାଲିଠାରୁ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ଉନ୍ନୟନ କମିଶନର ପ୍ରଦୀପ ଜେନା ।୧୯୮୯ ବ୍ୟାଚ ଆଇଏଏସ ଅଧିକାରୀ ପ୍ରଦୀପ ଜେନା। ଉନ୍ନୟନ କମିଶନର ସାଙ୍ଗକୁ କୃଷି ଉତ୍ପାଦନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର ଓ ଓସଡମାର ପରିଚାଳନା ନିର୍ଦେଶକ।