Loading...

ରାଜନୀତିରେ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ

ରାଜନୀତିରେ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ

ସକ୍ରିୟ ରାଜନୀତିରେ ପ୍ରବେଶ କଲେ ପୂର୍ବତନ ବୈଦେଶିକ ମନ୍ତ୍ରୀ ଦିବଂଗତ ସୁଷମା ସ୍ୱରାଜଙ୍କ ଝିଅ ବାଂସୁରୀ ସ୍ୱରାଜ। ଦିଲ୍ଲୀ ବିଜେପି ଆଇନ ସେଲର ସହ-ସଂଯୋଜିକା ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି।