Loading...

ରାଜ୍ୟରେ ଆହୁରି ୫ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ଆହୁରି ୫ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ପ୍ରଭାବରେ ପ୍ରବଳ ଖରା ତାତିରୁୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆହୁରି ୪ ରୁ ୫ ଦିନ ବିଭିନ୍ନ ଜିଲାରେ କାଳବୈଶାଖୀ ଲାଗି ରହିବ।

ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା କାଳବୈଶାଖୀ ପାଇଁ ୧୧ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା କାଳବୈଶାଖୀ ପାଇଁ ୧୧ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୫ ତାରିଖ (ଶୁକ୍ରବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ବା କାଳବୈଶାଖୀ ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି ସତର୍କ ସୂଚନାରେ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାକୁ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାକୁ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାକୁ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।