Loading...

ରାଜ୍ୟରେ ଆହୁରି ୫ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ଆହୁରି ୫ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ପ୍ରଭାବରେ ପ୍ରବଳ ଖରା ତାତିରୁୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ଆହୁରି ୪ ରୁ ୫ ଦିନ ବିଭିନ୍ନ ଜିଲାରେ କାଳବୈଶାଖୀ ଲାଗି ରହିବ।

ଆସନ୍ତା ୩୦ ଯାଏଁ ଓଡିଶାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୩୦ ଯାଏଁ ଓଡିଶାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର କିଛି ଜିଲାରେ କାଳବୈଶାଖୀ ବର୍ଷା ଓ କୁଆପଥର ପଡ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରୁ ଜଣାପଡ଼ିଛି।

ଆସନ୍ତା ଦୁଇ ଦିନ ରାଜ୍ୟରେ କାଳବୈଶାଖୀ, ତାତିରୁ ମିଳିବ ତ୍ରାହି

ଆସନ୍ତା ଦୁଇ ଦିନ ରାଜ୍ୟରେ କାଳବୈଶାଖୀ, ତାତିରୁ ମିଳିବ ତ୍ରାହି

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବ ତ୍ରାହି । କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା ଥିବାରୁ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ ଜିଲ୍ଲାକୁ କାଳବୈଶାଖୀ ୟେଲୋଓ୍ଵାର୍ଣ୍ଣିଂ ଜାରି

ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ ଜିଲ୍ଲାକୁ କାଳବୈଶାଖୀ ୟେଲୋଓ୍ଵାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୬ ତାରିଖ ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।