News

ଆଜି ରସଗୋଲା ଦିବସ,ମହାପ୍ରଭୁଙ୍କୁ ଲାଗିବ ରସଗୋଲା ଭୋଗ

ENO Beuro
ଆଜି ହେଉଛି ରସଗୋଲା ଦିବସ। ନୀଳାଦ୍ରୀ ବିଜେ ସମୟରେ ମା’ଲକ୍ଷ୍ମୀଙ୍କୁ ରସଗୋଲା ଭୋଗ ଦେଇ ତୁଷ୍ଟ କରିଥାନ୍ତି । ସେହି ଦୃ୍ଷ୍ଟିରୁ ଓଡିଶାରେ ମହାପ୍ରଭୁଙ୍କ ନୀଳାଦ୍ରୀ ବିଜେ ଦିନ ରସଗୋଲା ଦିବସ ପାଳିତ ହୋଇଆସୁଛି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More