Loading...

ବାତ୍ୟା ପ୍ରଭାବରେ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ବାତ୍ୟା ପ୍ରଭାବରେ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ବାତ୍ୟା ପାଇଁ ଆଜି ସକାଳୁ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗିରହିଛି। ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ 'ମିଗଜୋମ' ଆନ୍ଧ୍ରପ୍ରଦେଶ ମଛଲିପଟ୍ଟନମ ଓ ନେଲୋର ମଧ୍ୟରେ ଲାଣ୍ଡଫଲ କରିବାର ସମ୍ଭାବନା ରହିଛି ।

ବର୍ଷାରୁ ମିଳିବନି ତ୍ରାହି, ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ

ବର୍ଷାରୁ ମିଳିବନି ତ୍ରାହି, ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ

ଓଡ଼ିଶାକୁ ମୌସୁମୀ ଛୁଇଁବା ପରେ ତାତିରୁ ମିଳିଛି ନିସ୍ତାର । ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ।