News

ଆଜିଠୁ ଦେଶବ୍ୟାପୀ ଟ୍ରକ୍ ଧର୍ମଘଟ

ENO Beuro
ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଟ୍ରକ ଧର୍ମଘଟ ଆରମ୍ଭ ହୋଇଛି। ଅଖିଳ ଭାରତ ମୋଟର ପରିବହନ ସଂଘ ପକ୍ଷରୁ ଦିଆଯାଇଥିବା ଏହି ଟ୍ରକ ଧର୍ମଘଟ ଡାକରାକୁ ଓଡ଼ିଶା ଟ୍ରକ ମାଲିକ ମହାସଂଘ ସମର୍ଥନ ଜଣାଇଛି।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More