Loading...

ଏଣିକି ନବମ, ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ, ସାଇକେଲ ପାଇଁ ୨୬୦୦ ନୁହେଁ ମିଳିବ ୩୫୦୦

ଏଣିକି ନବମ, ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ, ସାଇକେଲ ପାଇଁ ୨୬୦୦ ନୁହେଁ ମିଳିବ ୩୫୦୦

ରାଜ୍ୟ ସରକାର ବଜେଟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ବ୍ୟବସ୍ଥା କରିଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ ।