ନ୍ୟୁଜ୍ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର୍ ତାଲିକା 06 Jan, 2022 8 mins read 575 views ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର୍ ତାଲିକା। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ ଚୂଡ଼ାନ୍ତ ତାଲିକାରେ ୯ ଲକ୍ଷ ୫୦ ହଜାର ୭୮୯ ନୂଆ ଭୋଟର୍ ସାମିଲ ହେଲେ।